www.samajalive.in
Friday, December 5, 2025
27.1 C
Bhubaneswar

ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା

ପୁରୀ : ଶରଧାବାଲିରେ ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ ଆସିଛି। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏବଂ ଦଳଚକଟାରେ ଅଘଟଣ ପାଇଁ ପୁରୀ ଏସ୍‌ପି ଏବଂ ଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି। ଅନ୍ୟପଟେ ଅରବିନ୍ଦ ଅଗ୍ରଓ୍ବାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ସରକାର। ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ଵ ସହ ରଥ ପରିଚାଳନା  ଦାୟିତ୍ବ ତୁଲାଇବେ। ସୁପରଭିଜନ ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ନିର୍ଦେଶନାମା ଜାରି କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories