www.samajalive.in
Saturday, December 6, 2025
26.1 C
Bhubaneswar

ଶରଧାବାଲି ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ଗଜପତି ମହାରାଜ, ବ୍ୟାପକ ତଦନ୍ତ ପାଇଁ ସରକାରଙ୍କୁ ନିବେଦନ

ସମାଜ ଡିଜିଟାଲ ଡେସ୍କ: ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟେର ଶନିବାର ରାତିରେ ଦଳାଚକଟାରେ ତିନି ଜଣଙ୍କ ମୃତ୍ୟୁ ଏବଂ ଅନେକ ଭକ୍ତ ଆହତ ହୋଇଥିବା ଖବର ଶୁଣି ଗଜପତି ମହାରାଜା ମହାରାଜ ମର୍ମାହତ ଏବଂ ଗଭୀର ଦୁଃଖିତ।

ଶ୍ରୀ ଗଜପତି ମହାରାଜା ସ୍ବଗର୍ତ ଆତ୍ମାଙ୍କ ସଦଗତି ନିମନ୍ତେ ମହାପ୍ରଭୁଙ୍କ ଶ୍ରୀଚରଣରେ ନିବେଦନ କରିଛନ୍ତି। ଏଥିସହ ଶୋକସନ୍ତପ୍ତ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଗଜପତି ମହାରାଜା ଏହି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣାର ତୁରନ୍ତ ବ୍ୟାପକ ତଦନ୍ତ କରିବା ଏବଂ ଏପରି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ ସେଥିପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ ନିବେଦନ କରିଛନ୍ତି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories