www.samajalive.in
Wednesday, December 10, 2025
16.1 C
Bhubaneswar

ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ

ଭୁବନେଶ୍ବର : ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ୧୯୯୬ ବ୍ୟାଚର ଆଇଏଏସ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡକୋ ଅଧ୍ୟକ୍ଷ ଅଛନ୍ତି ଶାଶ୍ୱତ । ଶାଶ୍ୱତଙ୍କୁ ନୂଆ ଦାୟିତ୍ୱ ମିଳିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।

Hot this week

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

Related Articles

Popular Categories