www.samajalive.in
Friday, December 12, 2025
16.1 C
Bhubaneswar

ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଭୁବନେଶ୍ବର : ଆସନ୍ତାକାଲି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପାଇଁ କାଲି ରାତି ୯ ରୁ ୨ ଯାଏଁ ଦର୍ଶନ ବନ୍ଦ ରହିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି ୨ ଟା ପରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories