www.samajalive.in
Monday, December 8, 2025
14.1 C
Bhubaneswar

କାରରୁ ୧୦.୯ କୋଟି ମିଳିବା ଘଟଣା; ତଦନ୍ତ କରିବ ଇଓଡବ୍ଲ୍ୟୁ

ଭୁବନେଶ୍ବର : ଛତିଶଗଡରେ ଏକ କାର ଭିତରୁ ୧୦କୋଟି ୯୦ ଲକ୍ଷ ଟଙ୍କା ଜବତ ହେବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରାଯିବ। ଓଡିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ତଦନ୍ତ କରିବ। କଟକ କିମ୍ବା ଭୁବନେଶ୍ବରରୁ ଏହି ଟଙ୍କା ଯାଉଥିବାରୁ ଓଡିଶାରେ ଏହାର ତଦନ୍ତ କରାଯିବ। ଓଡିଶା ପୁଲିସ ଛତିଶଗଡ ପୁଲିସକୁ ତଦନ୍ତରେ ସହଯୋଗ କରିବ ବୋଲି ଜଣାପଡିଛି। ଏ ସମ୍ପର୍କରେ ପୁଲିସ ମହାନିର୍ଦେଶକ ରାଜେନ୍ଦ୍ର ପ୍ରସାଦ ଶର୍ମା ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଛତିଶଗଡର ଏକ କାରରେ ୧୦କୋଟି ୯୦ଲକ୍ଷ ଟଙ୍କା ଚାଲାଣ ହେଉଥିବା ବେଳେ ପୁଲିସ ତାହାକୁ ଜବତ କରିଥିଲା। ଟଙ୍କା ନେଇ ଯାଉଥିବା ୪ଜଣ ବ୍ୟକ୍ତିଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରିଛି। କଟକର ଅବଧେଶ ଅଗ୍ରୱାଲ ନାମକ ଜଣେ ବ୍ୟକ୍ତି ଏହି ଟଙ୍କା ଚାଲାଣ କରୁଥିବା ସୂଚନା ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories