www.samajalive.in
Monday, December 8, 2025
24.1 C
Bhubaneswar

ସାପ ଲଗାଇଲା ସାମ୍ପୁ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ସାପ ଲଗାଇଲା ସାମ୍ପୁ । ଜଣେ ବ୍ୟକ୍ତି ସାପଟିକୁ ସାମ୍ପୁ ଲଗାଇ ଗାଧୋଇ ଦେବାର ଭିଡ଼ିଓ ଭାଇରାଲ ହୋଇଛି । ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଥିବା ଏହି ଭିଡ଼ିଓଟିକୁ ଟିକେ ଭଲ ଭାବରେ ଦେଖନ୍ତୁ । ବ୍ୟକ୍ତି ଜଣକ ନିଜ ଘରେ ରଖିଥିବା ଏକ ସାପଟିକୁ କେତେ ଯତ୍ନର ସହିତ ସାମ୍ପୁ ଲଗାଇ ଦେଉଛନ୍ତି । ଏହାପରେ ତାକୁ ପିଲାଟିଏ ଭଳି ଗାଧୋଇ ଦେଉଛନ୍ତି । ଏହି ଭିଡ଼ିଓକୁ ଦେଖି ଲୋକେ ଆଶ୍ଚର୍ଯ୍ୟ ହେବା ସହିତ ଏଭଳି କରିବା କଣ ଆବଶ୍ୟକ ବୋଲି ପ୍ରଶ୍ନ କରିଛନ୍ତି ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories