ସମାଜ ଡିଜିଟାଲ ଡେସ୍କ: କଟକ ରେଳ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ମାଲବାହୀ ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ପାରାଦୀପ ଅଭିମୁଖେ ଯାଉଥିବା ମାଲବାହୀ ଟ୍ରେନଟି କଟକ ରେଳ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହୋଇଛି ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!