www.samajalive.in
Friday, December 5, 2025
27.1 C
Bhubaneswar

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ : ଆଜି ଆଷାଢ ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପାଇଁ କାଲି ରାତି ୯ ରୁ ୨ଟା ଯାଏଁ ଦର୍ଶନ ବନ୍ଦ ରହିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି ୨ ଟା ପରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories