www.samajalive.in
Saturday, December 6, 2025
23.1 C
Bhubaneswar

ଖେଳିବାକୁ ଜିଦ୍‌ କରିବାରୁ ପୁଅକୁ ଛୁରୀ ଭୁସି ହତ୍ୟା କଲା ବାପା

ନୂଆଦିଲ୍ଲୀ : ଦିଲ୍ଲୀରେ ନିକଟରେ ଘଟିଥିବା ଏକ ଘଟଣା ହଇଚଇ ସୃଷ୍ଟି କରିଛି । ଜଣେ ୪୦ ବର୍ଷୀୟ ବ୍ୟକ୍ତି ରାଗରେ ନିଜ ପୁଅକୁ ଛୁରୀ ଭୁସି ହତ୍ୟା କରିଥିବା ଜଣାପଡିଛି । ପୁଲିସ ମାମଲାର ତଦନ୍ତ ଆରମ୍ଭ କରିଛି । ୪୦ ବର୍ଷୀୟ ବ୍ୟକ୍ତି ଜଣକ ନିଜ ୧୦ ବର୍ଷର ପୁଅକୁ ଛୁରୀ ଭୁସି ହତ୍ୟା କରିଛନ୍ତି । ଶିଶୁଟି ବର୍ଷାରେ ବାହାରେ ଖେଳିବାକୁ ଜିଦ୍‌ କରିଥିଲା । ବ୍ୟକ୍ତି ଜଣକ ନିଜ ପୁଅକୁ ବାରମ୍ବାର ବାରଣ କରିବା ପରେ ମଧ୍ୟ ସେ ଅରାଜି ହୋଇ ଖେଳିବାକୁ ଜିଦ୍‌ କରିଥିଲେ । ସେହି ସମୟରେ ବ୍ୟକ୍ତି ଜଣକ ରୋଷେଇ ଘରୁ ଛୁରୀ ଆଣି ପୁଅକୁ ହତ୍ୟା କରିଥିଲେ । ପୁଲିସ ଅଭିଯୁକ୍ତ ବାପାକୁ ଗିରଫ କରିବା ସହ ହତ୍ୟାରେ ବ୍ୟବହୃତ ଛୁରୀକୁ ଜବତ କରି ତଦନ୍ତ ଜାରି ରଖିଛି।

ଦେଖନ୍ତୁ ଭିଡିଓ ; ଘରୁ ଆସୁଥିଲା ଅଜବ ଅଜବ ଶବ୍ଦ, ଫ୍ରିଜ୍‌ ଖୋଲିବା ମାତ୍ରେ ଦେଖିଲେ..

ଜୁଲାଇରେ ଗ୍ରହଙ୍କ ମହାଚଳନ .. ଏହି ରାଶିଙ୍କ ପାଇଁ ଆସୁଛି ବଡ ଖୁସି; ମିଳିବ ଖାଲି ସଫଳତା, ଚାକିରି, କିଣିବେ ଘର,ଗାଡି..

- Advertisement -

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories