www.samajalive.in
Saturday, December 6, 2025
15.1 C
Bhubaneswar

ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ

ଭୁବନେଶ୍ଵର: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ। ଭୁବନେଶ୍ଵର ମହାନଗର ନିଗମ ଅଫିସରେ ମାରପିଟ୍ ହୋଇଛି। ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ବିରୋଧ କରି ଅଫିସ କର୍ମଚାରୀ ମାନେ ଧାରଣାରେ ବସିଛନ୍ତି। ଆଜି ବିଏମସି ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିଲା। ଅତିରିକ୍ତ କମିଶନର ରତ୍ନାକର ସାହୁ ଲୋକଙ୍କ ଅଭିଯୋଗ ଶୁଣାଣି କରୁଥିଲେ। ହଠାତ୍ ୫ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ ପଶି ତାଙ୍କୁ ମାଡ ମାରିଥିଲେ। ପରେ ଏ ନେଇ ଖାରବେଳନଗର ଥାନାକୁ ଖବର ଦିଆଯାଇଥିଲା। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ସିସି ଟିଭି ଯାଞ୍ଚ କରୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories