www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ସେବାୟତଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଅପରାହ୍ନ ୩ଟା ସମୟରେ ସେବାୟତଙ୍କୁ ଭେଟି ଆଲୋଚନା କରିବା ନେଇ ସୂଚନା ରହିଛି। ଆଗକୁ ମହାପ୍ରଭୁଙ୍କର ବାହୁଡା ଯାତ୍ରା ଏବଂ ସୁନା ବେଶ ଥିବାରୁ କିପରି ସୁରୁଖୁରୁରେ ସମ୍ପନ୍ନ ହେବ , ସେ ନେଇ ଆଲୋଚନା କରିବେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories