www.samajalive.in
Wednesday, December 10, 2025
26.1 C
Bhubaneswar

ଜାତୀୟ ଡାକ୍ତର ଦିବସ ପାଳିତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦରରେ ଥିବା ସତ୍ୟ ସାଇ ସେବା ସମିତି ପକ୍ଷରୁ ଜାତୀୟ ଡାକ୍ତର ଦିବସ ପାଳିତ ହୋଇଛି। ସତ୍ୟ ସାଇ ସେବା ସମିତିର କନମିନାର ଏସ ନୀଳକଣ୍ଠଙ୍କ ନେତୃତ୍ୱରେ ସମସ୍ତ ସାଇ କର୍ମୀମାନେ ଏକତ୍ରିତ ହୋଇ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯାଇ ସେଠାରେ ଥିବା ଡାକ୍ତର ମାନଙ୍କୁ ପୁଷ୍ପାଗୁଚ୍ଛ ଦେଇ ଉତ୍ତରଣୀୟ ପକାଇ ସମ୍ବର୍ଦ୍ଧନା କରି ଉତ୍ସାହିତ କରିଥିଲେ। ଏଥିରେ ଗୁଡୁଲା ପ୍ରସାଦ ରାଓ, ଶିଲା ନିରଞ୍ଜନ, ଜି.ଶାଇ ତେଜା, ଶାଙ୍କା ମିଥଲେସ, ନାଗଭୂଷଣ ବେହେରା, ଜି.ଶୀତାରାମ ରାଜୁ (ଆଇ ବାବୁ) ସୁଲୋଚନା କୌଶଲ୍ୟା ପ୍ରମୁଖ ଉପସ୍ଥିତ ରହିଥିଲେ।

ଦୀର୍ଘ ବର୍ଷ ପରେ ଜୁଲାଇରେ ଦୁର୍ଲ୍ଲଭ ରାଜଯୋଗ; ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କିଏ ହେବେ କୋଟିପତି, କିଣିବେ ଘର, ଗାଡି, ହେବେ ଭାଗ୍ୟଶାଳୀ..

- Advertisement -

 

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories