www.samajalive.in
Friday, December 5, 2025
26.1 C
Bhubaneswar

ଖଣି ଅଘଟଣ : ମାଟି ତଳୁ ୩ ମୃତଦେହ ଉଦ୍ଧାର

କେନ୍ଦୁଝର: ବେଆଇନ୍ ଭାବେ ମାଙ୍ଗାନିଜ୍ ଉତ୍ତୋଳନ ବେଳେ ଧସିଲା ମାଟି। ଚାପି ହୋଇ ୩ ଜଣଙ୍କର ମୃତ୍ୟୁ ଘଟିଛି।  ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଯୋଡା ଦଲପାହାଡ ନିକଟରେ। ମୃତକ ମାନେ ହେଲେ ସନ୍ଦିପ୍ କୃତୀ, କାଣ୍ଡେମୁଣ୍ଡା ଏବଂ ଗୁରୁ ଚାମ୍ପିଆ । ଗତକାଲି ଅପରାହ୍ନରେ ବେଆଇନ୍ ଭାବେ ମାଙ୍ଗାନିଜ୍ ଉତ୍ତୋଳନ ବେଳେ ୩ ଜଣ ଚାପି ହୋଇ ଯାଇଥିଲେ। ୬ ଘଣ୍ଟାର ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ମାଟି ତଳୁ ୩ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories