www.samajalive.in
Friday, December 5, 2025
26.1 C
Bhubaneswar

ମହଙ୍ଗା ପଡ଼ିଲା ଗୁପ୍ତ ଫୋନ୍ ଆଲୋଚନା; ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ନିଲମ୍ବିତ

ବ୍ୟାଙ୍କକ୍‌: ଥାଇଲାଣ୍ଡର ସାମ୍ବିଧାନିକ ଅଦାଲତ ମଙ୍ଗଳବାର ପ୍ରଧାନମନ୍ତ୍ରୀ ପାଇତୋଙ୍ଗ୍‌ତାର୍ନ ସିନାୱାତ୍ରାଙ୍କୁ ନିଲମ୍ବନ କରିଛନ୍ତି। ତଦନ୍ତ ଶେଷ ହେବା ପର୍ଯ୍ୟନ୍ତ ଏହି ନିର୍ଦେଶନାମା କାଏମ ରହିବ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି। ସାମ୍ବିଧାନିକ ଅଦାଲତ ୭-୨ ଭୋଟରେ ଏଭଳି କଟକଣା ଜାରି କରିଛନ୍ତି। କିଛି ଦିନ ପୂର୍ବେ ସୀମା ବିବାଦକୁ ନେଇ କାମ୍ବୋଡିଆ ପ୍ରତିପକ୍ଷଙ୍କ ସହ ସିନାୱାତ୍ରା ଫୋନରେ ଗୁପ୍ତ ଆଲୋଚନା କରିଥିଲେ। ଏହା ପ୍ରଘଟ ହେବାପରେ ଏକାଧିକ ସିନେଟର ତାଙ୍କ ବିରୋଧରେ ମାମଲା ଦାଏର କରିଥିଲେ। ସିନାୱାତ୍ରା ୨୦୨୪ ଅଗଷ୍ଟ ୧୬ରେ ପ୍ରଧାନମନ୍ତ୍ରୀ ଦାୟିତ୍ବ ଗ୍ରହଣ କରିଥିଲେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories