ଭୁବନେଶ୍ୱର : କମିଥିଲା ହେଲେ ୨ ଦିନ ହେବ ପୁଣି ବଢିଲା ସୁନା ଦର । ବୁଧବାର ଅର୍ଥାତ୍ ୨ ଜୁଲାଇରେ ପୁଣି ବଢିଲା ସୁନା ଦର ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦର ୯୮,୮୯୦ ଟଙ୍କା ରହିଛି । ଗତକାଲି ୯୮,୪୦୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ପାଇଛି ।
୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍କୁ ୯୦,୬୫୦ ଟଙ୍କା ରହିଛି । ଗତକାଲି ୯୦,୨୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୪,୧୭୦ ଟଙ୍କା ରହିଛି । ଗତକାଲି ୭୩,୮୦୦ ଟଙ୍କା ଥିଲା । ଏଥିରେ ୩୭୦ ଟଙ୍କା ବୃଦ୍ଧି ପାଇଛି ।
ସେହିପରି ରୁପା ଦାମ୍ରେ କୌଣସି ପରିବର୍ତ୍ତନ ହୋଇନାହିଁ । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୦୦୦ ଟଙ୍କା ଥିଲା ।
କୋଭିଡ୍ ଟିକା ନୁହେଁ ତ ହୃଦଘାତ,ଆକସ୍ମିକ ମୃତ୍ୟୁର କାରଣ; ଜାଣନ୍ତୁ କ’ଣ କହିଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ



