www.samajalive.in
Saturday, December 6, 2025
14.1 C
Bhubaneswar

ଗନ୍‌ମ୍ୟାନ୍‌ ସୁରକ୍ଷା ଦରକାର-ସୁଲୋଚନା

ସମାଜ ଡିଜିଟାଲ ଡେସ୍କ: ବିଏମସି ଅଫିସ୍‍ ଭିତରେ ପଶି ଅତିରିକ୍ତ ଆୟୁକ୍ତଙ୍କୁ ମାଡ ମାରିବା ଘଟଣାରେ ଚାରି ଆଡୁ ପ୍ରତିବାଦ ହେବା ସହ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି । ବିଏମସି ଅଫିସରେ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ମେୟର ସୁଲୋଚନା ଦାସ । ସେ କହିଛନ୍ତି ଅଫିସରଙ୍କୁ ମାଡ ମରାଯିବା ସମୟରେ ଛିଡା ହୋଇ ରହୁଥିବା ସୁରକ୍ଷାକର୍ମୀ ଦରକାର ନାହିଁ, ଗନମ୍ୟାନ ଦରକାର । ଯଦି ସେମାନେ କର୍ମଚାରୀଙ୍କୁ ସୁରକ୍ଷା ଦେଇପାରୁ ନାହାଁନ୍ତି ତେବେ କାହିଁକି ରହିବେ । ସେହିପରି ଅଫିସରେ ସିସିଟିଭ ଅଚଳ ନେଇ ସ୍ମାର୍ଟ ସିଟି ସଂସ୍ଥାକୁ ଟାର୍ଗେଟ କରିଛନ୍ତି ସୁଲୋଚନା । ସିସିଟିଭି ଅଚଳ ନେଇ ସ୍ମାର୍ଟ ସିଟି କର୍ତ୍ତୃପକ୍ଷ କାହିଁକି ଜଣାଇନଥିଲେ । ଆମେ ସ୍ମାର୍ଟସିଟି ହାତରୁ ଦାୟିତ୍ୱ କାଢି ବିଏମସିକୁ ଦେବାକୁ ଚାହୁଁଛୁ ବୋଲି କହିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories