www.samajalive.in
Saturday, December 6, 2025
23.1 C
Bhubaneswar

ହିମାଚଳରେ ପ୍ରକୃତିର ତାଣ୍ଡବ: ଗଲାଣି ୧୦ରୁ ଅଧିକ ଜୀବନ, ଏବେବି ଅନେକ ନିଖୋଜ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ  ଆଇଏମଡି ପକ୍ଷରୁ ୧୦ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ଗ୍ବାଲିୟର, ଭିନ୍ଦ୍‌, ମୋରେନା, ସିଓପୁର, ଉମାରିଆ, ଡିଣ୍ଡୋରି, କଟ୍‌ନୀ, ଦାତିଆ, ମାଣ୍ଡ୍‌ଲା ଏବଂ ପାନ୍ନା। ଆସନ୍ତା ୨୪ଘଣ୍ଟାରେ ଏହି ଜିଲାଗୁଡିକରେ ୮ ଇଞ୍ଚ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି। ସେପଟେ ହିମାଚଳ ପ୍ରାଦଶରେ ମଧ୍ୟ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି। ୧୧ ଟି ସ୍ଥାନରେ ବାଦଲ ଫଟା ବର୍ଷା ଯୋଗୁଁ ବହୁ ଧନ ଜୀବନ ଧ୍ବଂସବିଧ୍ବଂସ ହେବା ସହ ୧୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଭୂସ୍ଖଳନ ଯୋଗୁଁ ବହୁ ଘର ଧସି ଯାଇଛି। ଏବେବି ୩୦ରୁ ଅଧିକ ଲୋକଙ୍କର ପତ୍ତା ମିଳୁନି। କ୍ଷତିଗ୍ରସ୍ତ ଅଞ୍ଚଳରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories