www.samajalive.in
Monday, December 8, 2025
24.1 C
Bhubaneswar

ଅତିରିକ୍ତ ଆୟୁକ୍ତଙ୍କୁ ମାଡ ମାରିବା ଘଟଣା; ଓଏଏସ ସଂଘର ବଡ ଚେତାବନୀ

ଭୁବନେଶ୍ୱର : ବିଏମସି ଅଫିସ୍‍ ଭିତରେ ପଶି ଅତିରିକ୍ତ ଆୟୁକ୍ତଙ୍କୁ ମାଡ ମାରିବା ଘଟଣାରେ ବୁଧବାର ଓଏଏସ ସଂଘ ଚେତାବନୀ ଦେଇଛନ୍ତି । ସଂଘର ବୈଠକରେ ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଦାବିପତ୍ର ଦେବାକୁ ପ୍ରସ୍ତାବ ପାରିତ ହୋଇଛି । ଆକ୍ରମଣ ବ୍ୟକ୍ତି ଉପରେ ନୁହେଁ ବରଂ ସାଧାରଣ ସେବା ବ୍ୟବସ୍ଥା ଉପରେ ହୋଇଥିବା ଉଲ୍ଲେଖ ରହିଛି। ଫିଲ୍ଡରେ କାର୍ଯ୍ୟରତ ଅଧିକାରୀଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଦେବାକୁ ମଧ୍ୟ ଦାବି କରାଯାଇଛି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଓଏଏସ ଅଫିସର ଛୁଟିରେ ରହିବେ। ସରକାର ଏହାକୁ ଗୁରୁତର ସହ ନେଇ ତ୍ୱରିତ ପଦକ୍ଷେପ ନେବେ ବୋଲି ଆଶାବାଦୀ ବୋଲି ସଂଘ କହିଛି ।

ବୃହସ୍ପତି ଚଳନ.. ଜୁଲାଇ ୯ପରେ ଧନରେ ଭର୍ତ୍ତି ହେବ ଏହି ରାଶିଙ୍କ ଆଲମିରା, ହେବ ବିବାହ, କିଣିବେ ଜମି, ଦୂର ହେବ ସବୁ ଚିନ୍ତା..

ବଡ ଝଟକା ; ଏହି ସମୟରେ ଓଲା, ଉବର ବୁକ୍‌ କଲେ ଦେବାକୁ ପଡିବ ୨ ଗୁଣା ଭଡା

- Advertisement -

ଦେଖନ୍ତୁ ଭିିଡିଓ ; ମନ୍ଦିର ଭୋଗ ଲଡୁରୁ ବାହାରିଲା ମଲା ଅସରପା

ଦେଖନ୍ତୁ ଦୁର୍ଘଟଣାର ଛାତିଥରା ଭିଡିଓ ; ଲୋକଙ୍କ ଉପରେ ମାଡିଗଲା ଦ୍ରୁତଗତି କାର୍‌, ଜଣେ ମୃତ, ଅନେକ ଗୁରୁତର

କୋଭିଡ୍‌ ଟିକା ନୁହେଁ ତ ହୃଦଘାତ,ଆକସ୍ମିକ ମୃତ୍ୟୁର କାରଣ; ଜାଣନ୍ତୁ କ’ଣ କହିଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories