www.samajalive.in
Thursday, December 11, 2025
18.1 C
Bhubaneswar

ପୁରୀ ଦଳାଚକଟା ଘଟଣା: ତଦନ୍ତ ପାଇଁ ସ୍ବତନ୍ତ୍ର କମିଟି ଗଠିତ

ସମାଜ ଡିଜିଟାଲ ଡେସ୍କ: ପୁରୀ ଶରଧାବାଲି ଦଳାଚକଟା ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ର କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଉନ୍ନୟନ କମିଶନରଙ୍କ ନେତୃତ୍ବରେ ଗଠିତ ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଛି। ବୁଧବାର ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

ନିର୍ଦ୍ଦେଶନାମା ଅନୁଯାୟୀ, ଏହି ୪ ଜଣିଆ ତଦନ୍ତ କମିଟିରେ ଓଏଏସ୍‌ ଅଧିକାରୀ ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ କୁମାର ସାହୁଙ୍କୁ ସାମିଲ କରାଯାଇଛି। ଏହି ୪ଜଣ ଜଣ ଓଏଏସ୍‌ ଅଧିକାରୀ ପ୍ରତିଦିନ ଉନ୍ନୟନ କମିଶନରଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଅପରାହ୍ନ ୩ଟାରୁ ୫ଟା ଯାଏଁ ତଦନ୍ତରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କୁ ସାହାଯ୍ୟ କରିବେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories