www.samajalive.in
Monday, December 8, 2025
14.1 C
Bhubaneswar

୩ ଦିନ ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଆନନ୍ଦପୁର : ନିଖୋଜର ୩ ଦିନ ପରେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସୋସ ଥାନା ରାଇଘାଟି ପାହାଡ ଅଞ୍ଚଳରେ। ଗତ ୩ ଦିନ ତଳେ ଯୁବକ ଜଣକ ଘରୁ କୌଣସି କାମରେ ଯାଇ ଫେରିନଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି ନିରାଶ ହୋଇଥିଲେ। ଏ ନେଇ ପୁଲିସକୁ ଜଣାଇଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ସେପଟେ  ଯୁବକ ଜଣଙ୍କୁ କେହି ମାରି ଫିଙ୍ଗି ଦେଇଥିବାର ଅଭିଯୋଗ କରିଛନ୍ତି ପରିବାର ଲୋକେ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories