www.samajalive.in
Monday, December 8, 2025
13.1 C
Bhubaneswar

ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ସାମୟିକ ଆଶ୍ୱସ୍ତି

ସମାଜ ଡିଜିଟାଲ ଡେସ୍କ: ଆଇଏଏସ୍‍ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଛି ସାମୟିକ ଆଶ୍ୱସ୍ତି । ବିଷ୍ଣୁପଦଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ହାଇକୋର୍ଟ । ସିବିଆଇ ରେଡ୍‍ ମାମଲାରେ ଆଗୁଆ ଜାମିନ୍‍ ଆବେଦନ କରିଥିଲେ ବିଷ୍ଣୁପଦ । ଏନେଇ ଆଜି ଶୁଣାଣି ବେଳେ ଅନ୍ତରୀଣ ସୁରକ୍ଷା ପ୍ରଦାନ କରାଯାଇଛି । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୮ତାରିଖରେ ହେବ ।

Hot this week

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

Related Articles

Popular Categories