ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । ଜୁଲାଇ ୪ ଅର୍ଥାତ୍ ଶୁକ୍ରବାର କମିଛି ସୁନା ଦର । ୧ ଲକ୍ଷ ଟଙ୍କା ଅତିକ୍ରମ କରିବା ପରେ ଏଯାଏଁ ପ୍ରାୟ ୨ ହଜାର ଟଙ୍କା ଦାମ୍ ହ୍ରାସ ପାଇଛି ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ ୯୮,୭୩୦ ଟଙ୍କା ରହିଛି । ଗତକାଲି ୯୯,୩୩୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୦,୫୦୦ ଟଙ୍କା ରହିଛି । ଗତକାଲି ୯୧,୦୫୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୪,୦୫୦ ଟଙ୍କା ରହିଛି । ଗତକାଲି ୭୫,୫୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି ।
ସେହିପରି ରୁପା ଦାମ୍ ମଧ୍ୟ ହ୍ରାସ ପାଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୦୦୦ ଟଙ୍କା ରହିଛି । ଗତକାଲି ୧୨,୧୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।
ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ; ଚାରା ଭାବି ନାଗସାପକୁ ଖାଉଥିଲା ମଇଁଷି, ତା’ପରେ..



