www.samajalive.in
Sunday, December 7, 2025
26.1 C
Bhubaneswar

ତେଲଙ୍ଗାନା ରାସାୟନିକ କାରଖାନା ବିସ୍ଫୋରଣ; ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ତେଲଙ୍ଗାନାରେ ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣରେ ପ୍ରାଣ ହରାଇଥିବା ଓଡିଆଙ୍କ ପରିବାର ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରାୟ ୧୦ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ନେଇ ଘୋଷଣା କରିଛନ୍ତି । ଏହାସହ ରାଜ୍ୟ ସରକାରଙ୍କ ଏକ ଅଧିକାରୀ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର ଓ ଚିକିତ୍ସା କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି ।

- Advertisement -

ସୂଚନାଯୋଗ୍ୟ, ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଜିଲାରେ ଥିବା ଏକ ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଥିଲା। ସୋମବାର ସକାଳ ୮ଟା ୧୫ରୁ ୯ଟା ୩୫ମଧ୍ୟରେ କାରଖାନାରେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ କାରଖାନାର ଏକ ଅଂଶ ଭୁଶୁଡି ପଡିଥିବାର ଭୟଙ୍କର ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ୨୪ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ।

ଦୀର୍ଘ ବର୍ଷ ପରେ ଜୁଲାଇ ୬ରେ ଶୁକ୍ର-ଶନିଙ୍କ ଲାଭଦୃଷ୍ଟି ଯୋଗ ; ଏହି ୫ ରାଶି ପାଇଁ ବରଦାନ, ହେବ ଧନର ବର୍ଷା, ବିବାହ, କିଣିବେ ଘର,ଗାଡି..

ଦେଖନ୍ତୁ ଇରାନ ଉପରେ ଇସ୍ରାଏଲ ଆକ୍ରମଣର ଛାତିଥରା ଭିଡିଓ; ଫିଲ୍ମ ଦୃଶ୍ୟରୁ କମ୍‌ ନୁହେଁ..

ଇରାନକୁ ବଡ ଝଟକା; ତେଲ ବ୍ୟବସାୟ ଉପରେ ବଡ ପ୍ରତିବନ୍ଧକ ଲଗାଇଲା ଆମେରିକା

ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ; ଚାରା ଭାବି ନାଗସାପକୁ ଖାଉଥିଲା ମଇଁଷି, ତା’ପରେ..

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories