www.samajalive.in
Monday, December 8, 2025
27.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା.. ପୁରୀ ହେବ ମହାନଗର ନିଗମ.. ପ୍ରତିଷ୍ଠା ହେବ ବିଶ୍ଵସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ ସହିତ ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ..

୨୦୨୬ ତାମିଲନାଡ଼ୁ ନିର୍ବାଚନରେ ଅଭିନେତା ଥଲପତି ବିଜୟ ଟିଭିକେର ମୁଖ୍ୟମନ୍ତ୍ରୀ ଚେହେରା.. ବିଜେପି ସହ ମେଣ୍ଟ କରିବନି ଦଳ..

- Advertisement -

ତେଲଙ୍ଗାନା ରାସାୟନିକ କାରଖାନା ବିସ୍ଫୋରଣ.. ପ୍ରାଣ ହରାଇଥିବା ଓଡ଼ିଆଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ.. ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରାୟ ୧୦ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ନେଇ ଘୋଷଣା..

ସମସ୍ତ ଚିଟ୍‍ଫଣ୍ଡ କ୍ଷତିଗ୍ରସ୍ତ ଟଙ୍କା ପାଇବେ.. କ୍ଷୁଦ୍ର ଜମାକାରୀ ହୁଅନ୍ତୁ କିମ୍ବା ବଡ ଜମାକାରୀ, ସମସ୍ତଙ୍କୁ ଟଙ୍କା ମିଳିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ.. ମନରେ କୌଣସି ଦ୍ୱନ୍ଦ୍ୱ ରହିବା ଉଚିତ୍‍ ନୁହେଁ, ସମସ୍ତ କ୍ଷତିଗ୍ରସ୍ତ ଟଙ୍କା ଫେରସ୍ତ ପାଇବେ କହିଲେ ମନମୋହନ..

ହିମାଚଳ ପ୍ରଦେଶରେ ବର୍ଷା ବିତ୍ପାତ.. ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି, କ୍ଷୟକ୍ଷତି ୪୦୦ କୋଟି ଟପିବ..

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories