www.samajalive.in
Saturday, December 6, 2025
17.1 C
Bhubaneswar

ପୁଣି ବଢିଲା ସୁନା; ଜାଣନ୍ତୁ କେତେ ଅଛି ଦାମ୍‌

ଭୁବନେଶ୍ୱର : ପୁଣି ବଢିଲା ସୁନା ଦାମ୍‌ । ଜୁଲାଇ ୫ ଅର୍ଥାତ୍‌ ଶନିବାର ପୁଣି ସୁନା ଦର ବୃଦ୍ଧି ପାଇଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୮,୮୩୦ ଟଙ୍କା ରହିଛି । ଗତକାଲି ୯୮,୭୩୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୦,୬୦୦ ଟଙ୍କା ରହିଛି । ଗତକାଲି ୯୦,୫୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୪,୧୩୦ ଟଙ୍କା ରହିଛି । ଗତକାଲି ୭୪,୦୫୦ ଟଙ୍କା ଥିଲା । ଏଥିରେ ୮୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୦୦୦ ଟଙ୍କା ଥିଲା ।

ଦୀର୍ଘ ବର୍ଷ ପରେ ଏବର୍ଷର ଏକାଦଶୀରେ ଗ୍ରହଙ୍କ ଦୁର୍ଲ୍ଲଭ ସଂଯୋଗ; ସୁନା ଭଳି ଚମକିବ ଏହି ରାଶିଙ୍କ ଭାଗ୍ୟ, ହେବେ ମାଲାମାଲ୍‌, ବଢିବ ଦରମା..

ଦେଖନ୍ତୁ ଭାବବିହ୍ୱଳ କରିବ ଏହି ଦୃଶ୍ୟ; ଉଛୁଳା ବନ୍ୟା ଜଳ ଭର୍ତ୍ତି ନଦୀରେ ଛୁଆଙ୍କ ଜୀବନ ବଞ୍ଚାଇବାକୁ ଡେଇଁଲେ ବାପା, ତା’ପରେ ଯାହା ହେଲା..

 

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories