www.samajalive.in
Saturday, December 6, 2025
26.1 C
Bhubaneswar

ରାଜଧାନୀରେ ଗୋଟିଏ ଘରୁ ୨ ଭାଇ ସମେତ ୪ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ : ଦିଲ୍ଲୀର ଦକ୍ଷିଣପୁରୀ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ଶନିବାର ସାମ୍ନାକୁ ଆସିଛି । ଗୋଟିଏ ଘରୁ ୨ ଭାଇଙ୍କ ସମେତ ୪ ଜଣଙ୍କ ମୃତଦେହକୁ ଉଦ୍ଧାର କରିଛି ପୁଲିସ । ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ୪ ଜଣଙ୍କ ମୃତ୍ୟୁର କାରଣ ଏବେ ମଧ୍ୟ ଅସ୍ପଷ୍ଟ ରହିଛି । ଘଟଣାର ତଦନ୍ତ ଜାରି ରହିଛି। ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୁଲିସ କହିଛି ।

ଦେଖନ୍ତୁ ଭାବବିହ୍ୱଳ କରିବ ଏହି ଦୃଶ୍ୟ; ଉଛୁଳା ବନ୍ୟା ଜଳ ଭର୍ତ୍ତି ନଦୀରେ ଛୁଆଙ୍କ ଜୀବନ ବଞ୍ଚାଇବାକୁ ଡେଇଁଲେ ବାପା, ତା’ପରେ ଯାହା ହେଲା..

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories