www.samajalive.in
Sunday, December 14, 2025
19.1 C
Bhubaneswar

ରଥ ଚକାରେ ଚାପି ହୋଇ ୬ ଆହତ, ଜଣଙ୍କ ଅବସ୍ଥା ଗୁରୁତର

ସମାଜ ଡିଜିଟାଲ ଡେସ୍କ: ସୋନପୁର ଜିଲା ବିନିକା ବ୍ଲକ କଂସାରୀପଡ଼ା ବାହୁଡ଼ାଯାତ୍ରାରେ ବଡ଼ ଅଘଟଣ ଘଟିଛି। ରଥ ଚକାରେ ଚାପିହୋଇ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣାପଡ଼ିଛି। ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତମାନଙ୍କୁ ବିନିକା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories