www.samajalive.in
Monday, December 15, 2025
26.1 C
Bhubaneswar

ବାଂଲାଦେଶ : ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି

ଢାକା : ବାଂଲାଦେଶର ରାଜଧାନୀ ଢାକାଠାରେ ଏକ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟି ୬୯ ଜଣଙ୍କର ମୃତ୍ୟୁ ଘଟିଛି। ଅଗ୍ନିକାଣ୍ଡ ଘଟିଥିବା କୋଠରୀଟି ରାସାୟନିକ ସାମଗ୍ରୀର ଏକ ଗୋଦାମ ଭାବେ ବ୍ୟବହାର ହେଉଥିଲା । ସେଠାକାର ଅଗ୍ନିଶମ ସେବା ବିଭାଗ ମୁଖ୍ୟ  ଅଲ୍ଲୀ ଅହମ୍ମଦ କହିଛନ୍ତି ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ୪୧ଜଣଙ୍କର ମୃତଦେହକୁ  ପ୍ରଥମେ ଉଦ୍ଧାର କରାଯାଇଥିଲା ।  ତେବେ ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୬୯ରେ ପହଞ୍ଚିଛି। ଏହା ଆହୁରି ବୃଦ୍ଧି ପାଇପାରେ ବୋଲି ସେ କହିଛନ୍ତି । ଏକ ଗ୍ୟାସ୍‍ ସିଲିଣ୍ଡରରୁ ନିଆଁ ଚାରିଆଡ଼କୁ ବ୍ୟାପି ଥାଇପାରେ ବୋଲି ଅନୁମାନ କରାଯାଉଛି ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories