ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । ଶସ୍ତା ହେଲା ସୁନା ଦର । ୭ ଜୁଲାଇ ଅର୍ଥାତ୍ ସୋମବାର ପୁଣି କମିଛି ସୁନା ଦାମ୍ । ସୁନା ଦର ୧୦ ଗ୍ରାମ୍କୁ ୧ ଲକ୍ଷ ଟଙ୍କା ଅତିକ୍ରମ କରିବା ପରେ ଏଯାଏଁ ପ୍ରାୟ ୨ ହଜାର ଟଙ୍କା ଦାମ୍ କମିଛି ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୮,୨୯୦ ଟଙ୍କା ରହିଛି । ଗତକାଲି ୯୮,୮୩୦ ଟଙ୍କା ଥିଲା । ଏଥିରେ ୫୪୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୦,୧୦୦ ଟଙ୍କା ରହିଛି । ଗତକାଲି ୯୦,୬୦୦ ଟଙ୍କା ଥିଲା । ଏଥିରେ ୫୦୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୩,୭୨୦ ଟଙ୍କା ରହିଛି । ଗତକାଲି ୭୪,୧୩୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ହ୍ରାସ ହୋଇଛି ।
ସେହିପରି ରୁପା ଦାମ୍ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୦୦୦ ଟଙ୍କା ଥିଲା ।
ଆଉ ୨ ଦିନ ପରେ ବୃହସ୍ପତି ଚଳନ ; ଏହି ରାଶି ହେବେ ଧନୀ, ହଠାତ୍ ମିଳିବ ବଡ ଖୁସି,ସଫଳତା..
ଦେଖନ୍ତୁ ଭୟଭୀତ କରିବ ଦୃଶ୍ୟ; ଦ୍ରୁତ ଗତିରେ ଆସୁଥିଲା ଟ୍ରେନ୍, ଧାରଣାରେ ଶୋଇଲେ ନାବାଳକ, ତା’ପରେ..



