www.samajalive.in
Sunday, December 14, 2025
26.1 C
Bhubaneswar

ବରଗଡ଼ରେ ଚାଷୀ ମହାସମାବେଶ

ବରଗଡ଼ : ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଥିବା ବେଳେ, ବରଗଡ଼ରେ ସରକାରଙ୍କ ପକ୍ଷରୁ ଚାଷୀ ମହାସମାବେଶର ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ କାଳିଆ ଯୋଜନାର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରିବେ। ପୁରୀ, ଗଞ୍ଜାମ, କେନ୍ଦୁଝର ଓ କେନ୍ଦ୍ରାପଡା ପରେ ଆଜି ବରଗଡ଼ରେ ଏହି ଚାଷୀ ମହାସମାବେଶର ଆୟୋଜନ କରାଯାଇଛି।

ଆଜି ୧୪ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରାଯିବ ।  ନଗଦ ସୁବିଧା ହସ୍ତାନ୍ତର ଯୋଜନାରେ ଚାଷୀଙ୍କ ଖାତାରେ ଟଙ୍କା ଜମା କରାଯାଉଛି । ମୋଟ ୭୦୦ କୋଟିରୁ ଅଧିକ ଟଙ୍କା ସିଧାସଳଖ ଚାଷୀଙ୍କ ଖାତାରେ ଜମା କରାଯାଉଛି।

- Advertisement -

ବରଗଡ଼ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ୫୧୫ କୋଟିରୁ ଅଧିକ ଟଙ୍କାର ୧୭ଟି ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ୧୪୯୫ କୋଟିରୁ ଅଧିକ ଟଙ୍କାର ୩୨ଟି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories