www.samajalive.in
Sunday, December 14, 2025
19.1 C
Bhubaneswar

ଟ୍ରକ ଧକ୍କାରେ ୨ ବାଇକ ଆରୋହୀ ମୃତ

ନୂଆପଡ଼ା: ନୂଆପଡ଼ା ଜିଲା କୋମନାର କଲମକଟା ଗାଁ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରକ ଏକ ବାଇକକୁ ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ବୟ ହେଲେ ବିବେକାନନ୍ଦ ବାଗ ଏବଂ ରିତନ। ସେମାନଙ୍କ ଘର ନୂଆପଡ଼ା ବୁଦ୍ଧିକୋମନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି। ତେବେ ସେମାନଙ୍କ ଶରୀରରେ କିଛି ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories