www.samajalive.in
Sunday, December 14, 2025
15.1 C
Bhubaneswar

ଡାକ୍ତରଖାନାରୁ ଡିସଚାର୍ଜ ହେଲେ ନବୀନ

ସମାଜ ଡିଜିଟାଲ ଡେସ୍କ: ମୁମ୍ବଇର କୋକିଳାବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଜେଡି ସଭାପତି ନବୀନ ପଟ୍ଟନାୟକ ସୋମବାର ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ଗତ ଜୁନ ୨୨ ତାରିଖରେ ନବୀନର ସର୍ଭାଇକାଲ ଆର୍ଥ୍ରାଇଟିସ ଅପରେସନ ହୋଇଥିଲା। ନବୀନ ଏବେ ସୁସ୍ଥ ଅଛନ୍ତି। କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଏବେ ଆଉ କିଛିଦିନ ମୁମ୍ବଇରେ ରହିବେ। ସେଠାରେ ତାଙ୍କର ଫିଜିଓଥେରାପି ଚିକିତ୍ସା ଚାଲିବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories