www.samajalive.in
Monday, December 15, 2025
24.1 C
Bhubaneswar

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଶେଷ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ ହୋଇଛି । ଏନେଇ  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି । ଏଏସଆଇର ପ୍ରତ୍ୟକ୍ଷ ତତ୍ତ୍ବାବଧନରେ ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ ହୋଇଛି । ମୋଟ ୯୫ ଦିନ ଧରି ମରାମତି କାମ ହୋଇଥିବା ସେ ସୂଚନା ଦେଇଛନ୍ତି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories