www.samajalive.in
Saturday, December 6, 2025
23.1 C
Bhubaneswar

ଦୁଷ୍କର୍ମ ଅଭିଯୋଗରେ ଫସିଲେ କ୍ରିକେଟର ୟାଶ ଦୟାଲ

ସମାଜ ଡିଜିଟାଲ ଡେସ୍କ: ଦୁଷ୍କର୍ମ ଅଭିଯୋଗରେ ଫସିଛନ୍ତି ଭାରତୀୟ କ୍ରିକେଟର ୟାସ ଦୟଲା। ଆରସିବି(ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ)ର ଦ୍ରୁତ ବୋଲର ୟାଶଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ତାଙ୍କ ପ୍ରେମିକା। ଅଭିଯୋଗ ଆଧାରରେ ୟାଶଙ୍କ ନାମରେ ମାମଲା ରୁଜୁ ହୋଇଛି।

ସୂଚନା ଅନୁସାରେ, ୨୭ ବର୍ଷୀୟ ୟାଶଙ୍କ ସହିତ ଗାଜିଆବାଦର ଜଣେ ଯୁବତୀଙ୍କର ପ୍ରେମ ସମ୍ପର୍କ ରହିଥିଲା। ଯୁବତୀ ଜଣକ ଅଭିଯୋଗ କରିଛନ୍ତି ଯେ, ୟାଶ ଗତ ୫ ବର୍ଷ ହେବ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଆସୁଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ବିବାହ କରିବାକୁ ମନା କରିଥିଲେ। ଏ ନେଇ ଗତ ଜୁନ ୨୧ ତାରିଖରେ ଯୁବତୀ ଜଣକ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅନଲାଇନରେ ଅଭିଯୋଗ କରିଥିଲେ। ୟାଶ ତାଙ୍କଠାରୁ ଅର୍ଥ ଶୋଷଣ କରିଥିବା ଏବଂ ଅନ୍ୟ ମହିଳାଙ୍କ ସହିତ ତାଙ୍କର ସମ୍ପର୍କ ଥିବା ମଧ୍ୟ ଅଭିଯୋଗ କରିଛନ୍ତି ଯୁବକ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories