www.samajalive.in
Saturday, December 6, 2025
19.1 C
Bhubaneswar

ଦିଗପହଣ୍ଡିରେ ଝାଡାବାନ୍ତି, ଆଉ ୮ ଆକ୍ରାନ୍ତ ଚିହ୍ନଟ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ଦିଗପହଣ୍ଡିରେ ବ୍ୟାପିବାରେ ଲାଗିଛି ଝାଡାବାନ୍ତି । ଆଉ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସାନଖେମୁଣ୍ଡି ପରେ ପାତ୍ରପୁରରେ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ବାଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ମଧ୍ୟ ବ୍ୟାପୁଛି ଝାଡାବାନ୍ତି । ପରିମଳ ବ୍ୟବସ୍ଥା ଓ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories