www.samajalive.in
Sunday, December 7, 2025
26.1 C
Bhubaneswar

ଓଏମସିର ବନମହୋତ୍ସବ ସପ୍ତାହ ପାଳିତ

ଭୁବନେଶ୍ୱର: ଓଡ଼ିଶା ଖଣି ନିଗମ (ଓଏମସି) ପକ୍ଷରୁ ନିଜର ବିଭିନ୍ନ ଖଣି ଅଞ୍ଚଳରେ ବନମହୋତ୍ସବ ସପ୍ତାହ ୨୦୨୫ ଉତ୍ସାହର ସହିତ ପାଳନ ହୋଇଛି। ନୂତନ ଜଙ୍ଗଲ ସୃଷ୍ଟି, ବନୀକରଣ ଓ ପରିବେଶ ସୁରକ୍ଷା ପ୍ରତି ଓଏମସିର ଦୃଢ଼ ପ୍ରତିବଦ୍ଧତା ଅନୁଯାୟୀ ନିଗମର ବହୁସଂଖ୍ୟକ କର୍ମଚାରୀ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି।
ଓଏମସି ପ୍ରାକୃତିକ ସମ୍ପଦର ସୁରକ୍ଷା ଓ ପରିବେଶ ସୁରକ୍ଷା ପାଇଁ ବ୍ୟାପକ ଉଦ୍ୟମ ଗ୍ରହଣ କରିଛି। ବର୍ଷା ଜଳ ସଂରକ୍ଷଣ, ମୃତ୍ତିକା ସଂରକ୍ଷଣ, ଜୈବ ବିବିଧତାର ସୁରକ୍ଷା ଓ ଖଣି ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଜନସଚେତନତା ବୃଦ୍ଧି କରିବାକୁ ନିୟମିତ ଅଭିଯାନ ଜାରି ରଖିଛି। ଏଥିସହିତ ଅସମୟରେ ଜଙ୍ଗଲ ନିଆଁକୁ ରୋକିବା ପାଇଁ ସ୍ଥାନୀୟ ଲୋକଙ୍କ ସହ ଅନେକ ସମୟରେ ସଚେତନତା କାର୍ଯ୍ୟକ୍ରମମାନ ମଧ୍ୟ ଆୟୋଜନ କରି ଆସୁଛି। ଓଏମସି ଆର୍ଥିକ ବର୍ଷ ୨୪-୨୫ ମଧ୍ୟରେ ୬୦,୦୦୦ରୁ ଅଧିକ ଚାରାରୋପଣ କରିବା ସହିତ ଏପର୍ଯ୍ୟନ୍ତ ୯୦ଲକ୍ଷରୁ ଅଧିକ ବୃକ୍ଷରୋପଣ କରିସାରିଛି।

ଏହି ରାଶିଙ୍କ ପାଇଁ ବଡ ଖୁସି ନେଇ ଆସୁଛି ଶ୍ରାବଣ: ଗ୍ରହଙ୍କ ଦୁର୍ଲ୍ଲଭ ଯୋଗ, ଶିବଙ୍କ କୃପାରୁ ବର୍ଷିବ ଧନ, ଖାଲି ମିଳିବ ସଫଳତା..

- Advertisement -

 

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories