www.samajalive.in
Sunday, December 7, 2025
13.1 C
Bhubaneswar

ପାକିସ୍ତାନ ପେଶାୱରରେ ଅଗ୍ନିକାଣ୍ଡ, ୫ ମୃତ

ଡେସ୍କ: ପାକିସ୍ତାନର ପେଶାୱର ସହରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଏହି ଅଗ୍ନିକାଣ୍ଡରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଦୁଇଜଣ ଅଗ୍ନିଶମ କର୍ମଚାରୀଙ୍କ ସମେତ ଅନେକ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ରାତିରେ ଖାଇବର ପଖତୁନଖ୍ୱା ପ୍ରଦେଶର ପେଶାୱର ସହରର କୋଚି ବଜାରର ଏକ ଘନ ଜନବସତି ଅଞ୍ଚଳରେ ଏକ ଘରେ ନିଆଁ ଲାଗିଯାଇଥିଲା।

ଚାହୁଁ ଚାହୁଁ ବିଭିନ୍ନ ଦୋକାନ ଗୃହ ଓ ଆବାସିକ ସ୍ଥଳୀକୁ ଅଗ୍ନିକାଣ୍ଡ ବ୍ୟାପି ଯାଇଥିଲା। ସେଠାକାର ଜରୁରୀକାଳୀନ ସେବା ରିପୋର୍ଟ ଅନୁଯାୟୀ, ସେମାନେ ବିଭିନ୍ନ ବାସଗୃହରୁ ଛଅ ଜଣଙ୍କୁ ଉଦ୍ଧାର କରିଛନ୍ତି, ଯେଉଁମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories