www.samajalive.in
Sunday, December 14, 2025
26.1 C
Bhubaneswar

ନବୋଦୟ ବିଦ୍ୟାଳୟ ପକ୍ଷରୁ ବନ ମହୋତ୍ସବ ପାଳିତ

ଫୁଲବାଣୀ: କନ୍ଧମାଳ ଜିଲା ତୁଡ଼ିପାଜୁ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ବନମହୋତ୍ସବ ଅବସରରେ ଏକ ଚାରାରୋପଣ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ଚାରାରୋପଣ ଉତ୍ସବରେ ବିିଭିନ୍ନ ପ୍ରକାର ଔଷଧିୟ ବୃକ୍ଷ ସହିତ ଅନ୍ୟ କେତେକ ଚାରାରୋପଣ କରାଯାଇଥିଲା। ବିଦ୍ୟାଳୟର କାର୍ଯ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢ଼ୀଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନେ ଏଥିରେ ସାମିଲ ହୋଇ ଚାରାରୋପଣ କରିଥିଲେ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories