www.samajalive.in
Friday, December 5, 2025
27.1 C
Bhubaneswar

ଭୁବନେଶ୍ୱରରେ ବନ୍ଦର ପ୍ରଭାବ

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ୱରରେ ଶ୍ରମିକ ସଙ୍ଗଠନର ଭାରତ ବନ୍ଦ ପ୍ରଭାବ ପଡିଛି । ବିଭିନ୍ନ ଛକରେ ରାସ୍ତାରୋକ କରିବା ସହ ଗାଡି ଚଳାଚଳକୁ ବନ୍ଦ କରିଛନ୍ତି ସଙ୍ଗଠନର ସଦସ୍ୟ । ରେଳ ଷ୍ଟେସନ, ମାଷ୍ଟରକ୍ୟାଣ୍ଟିନ୍‍ ଛକ, ବାଣୀ ବିହାର ଓ ରାଜପଥରେ ଶ୍ରମିକ ସଙ୍ଗଠନ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଜୟଦେବ ବିହାର ଓଭରବ୍ରିଜ ଜାତୀୟ ରାଜପଥ ଅବରୋଧ କରାଯାଇଛି । ସେହିପରି ଡୁମୁଡୁମା ଛକରେ ରାସ୍ତା କରିବା ଦ୍ୱାରା ଗାଡିମଟର ଅଟକି ରହିଛି । ଶ୍ରମିକ ସଂଗଠନର କର୍ମକର୍ତ୍ତା ମାନେ ପିକେଟିଂ କରିବା ସହ ନାରାବାଜି କରିଛନ୍ତି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories