www.samajalive.in
Saturday, December 6, 2025
17.1 C
Bhubaneswar

ଥରିଲା ଦିଲ୍ଲୀ, ଏନସିଆରରେ ଭୂମିକମ୍ପ

ନୂଆଦିଲ୍ଲୀ: ଏନସିଆର୍‍ ଅଞ୍ଚଳରେ ଭୂମିକମ୍ପ ଝଟକା ଲାଗିଛି । ଫଳରେ ଥରିଛି ଦିଲ୍ଲୀ, ଗୁରୁଗ୍ରାମ, ଗାଜିଆବାଦ ଓ ନୋଏଡା ଅଞ୍ଚଳ । ଭୂମିକମ୍ପ ଏପରି ଥିଲା ଯେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ ଲୋକେ । ଆଜି ସକାଳ ୯ଟା ୪ରେ ୧୦ସେକେଣ୍ଡ ପାଇଁ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ତୀବ୍ରତା ୪.୧ରେକର୍ଡ ହୋଇଥିବା ସୂଚନା ମିଳିଛି ।
ଭୂକମ୍ପର ଝଟକା ଦିଲ୍ଲୀ, ନୋଏଡା, ଗାଜିଆବାଦ, ଗୁରୁଗ୍ରାମ, ଫରିଦାବାଦରୁ ଗ୍ରେଟର ନୋଏଡା ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲା । ବର୍ତ୍ତମାନ ସୁଦ୍ଧ କୌଣସି କ୍ଷୟକ୍ଷତି ନେଇ ଖବର ମିଳିନାହିଁ ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories