www.samajalive.in
Monday, December 8, 2025
24.1 C
Bhubaneswar

ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା

ଜଗତସିଂହପୁର: ଜଗସିଂହପୁର ଜିଲ୍ଲା ସଦର ଥାନା ଯାହାନପୁର ଗାଁରେ ଅଭାବନୀୟ ଘଟଣା ଘଟିଛି।  ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ଦାଦା ଏବଂ ପୁତୁରା ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଦାଦା  ଏକ କୋଦାଳରେ ହାଣି ପୁତୁରାକୁ ହତ୍ୟା କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଅଭିଯୁକ୍ତ ଦାଦାକୁ ଗିରଫ କରିଛି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories