www.samajalive.in
Sunday, December 14, 2025
16.1 C
Bhubaneswar

ଆଜି ଗୁରୁ ପୂର୍ଣ୍ଣିମାରେ ଗ୍ରହଙ୍କ ଦୁର୍ଲ୍ଲଭ ରାଜଯୋଗ; ଏହି ରାଶି ପାଇଁ ଆସିଗଲା ବଡ ଖୁସି, ଧନ ଠାରୁ ବିବାହ ସବୁଥିରେ ସଫଳତା,ସୁନା ଭଳି ଚମକିବ ଭାଗ୍ୟ..

ଆଜି ଜୁଲାଇ ୧୦ ଗୁରୁ ପୂର୍ଣ୍ଣିମା ପାଳନ କରାଯାଉଛି । ଏହି ଦିନ ଗ୍ରହ-ନକ୍ଷତ୍ରଙ୍କ ଅତ୍ୟନ୍ତ ଶୁଭ ଯୋଗ ହେଉଛି । ଅନେକ ଗ୍ରହ ଏକାଠି ହେବା ପରେ ଗଜକେସରୀ ରାଜଯୋଗ, ମାଲବ୍ୟ ରାଜଯୋଗ ସମେତ ଅନେକ ଶୁଭ ଯୋଗ ନିର୍ମାଣ ହେବ । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ..

ଗୁରୁ ପୂର୍ଣ୍ଣିମାରେ ଆଜି ସୂର୍ଯ୍ୟ ଓ ଗୁରୁ ଏକାଠି ହୋଇ ମିଥୁନ ରାଶିରେ ଗୁରୁ ଆଦିତ୍ୟ ରାଜଯୋଗ ସୃଷ୍ଟି ହେବ । ଏହାସହ ଚନ୍ଦ୍ରମାଙ୍କ ଉପରେ ଗୁରୁଙ୍କ ଦୃଷ୍ଟି ଗଜକେସରୀ ରାଜଯୋଗ ସୃଷ୍ଟି ହେଉଛି । ଶୁକ୍ରଙ୍କ ବୃଷ ରାଶିରେ ଅବସ୍ଥିତି ଯୋଗୁଁ ମାଲବ୍ୟ ରାଜଯୋଗ ହେବ । ଜାଣନ୍ତୁ..

- Advertisement -

ବୃଷ- ଗୁରୁ ପୂର୍ଣ୍ଣିମାର ଶୁଭ ଯୋଗ ଫଳରେ ଏହି ରାଶିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଲୋକପ୍ରିୟତା ବୃଦ୍ଧି ହେବ । ନୂଆ ଚାକିରିି ଯୋଗ ରହିଛି । ଧନ ଲାଭ ହେବ । ବଡ ଉପଲବ୍ଧି ହାସଲ କରିବେ ।

ମିଥୁନ- କର୍ମକ୍ଷେତ୍ର ଓ ଜୀବନରେ ଅନେକ ସକରାତ୍ମକ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ପରିବାର ସଦସ୍ୟଙ୍କ ସହଯୋଗ ମିଳିବ । ମାନ-ସମ୍ମାନ ବୃଦ୍ଧି ହେବ । ବୈବାହିକ ଜୀବନ ସୁଖମୟ ହେବ । ପ୍ରେମ କ୍ଷେତ୍ରରେ ସଫଳତା ମିଳିବ । ଧନ ପ୍ରାପ୍ତି ହେବ ।

ତୁଳା- ଅଟକି ଥିବା କାମରେ ସଫଳତା ମିଳିବ । ନୂଆ କାମ ଆରମ୍ଭ କରିବେ । ବ୍ୟବସାୟରେ ଉନ୍ନତି ହେବ । ନୂଆ ଜିନିଷ କିଣିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଟଙ୍କା ନିବେଶ କରି ଭବିଷ୍ୟତରେ ଲାଭବାନ୍‌ ହେବେ ।

ବିଛା- ଆର୍ଥିକ କ୍ଷେତ୍ରରେ ଲାଭବାନ୍‌ ହେବେ । ଚାକିରିରେ ଶୁଭ ପରିବର୍ତ୍ତନ ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହର ଯୋଗ ରହିଛି । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ଧନୁ- ସକରାତ୍ମକ ଫଳ ମିଳିବ । ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ଦୀର୍ଘ ଦିନରୁ ଅଟକି ଥିବା କାମ ପୂରଣ ହେବ । ହଠାତ୍‌ ଧନ ମିଳିବ ।

ଦେଖନ୍ତୁ ଭିଡିଓ ; କ୍ୟାଣ୍ଟିନ୍‌ ମାଲିକଙ୍କୁ ଚାପୁଡା ପରେ ଚାପୁଡା ମାରିଲେ ବିଧାୟକ, ଜାଣନ୍ତୁ କାରଣ..

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories