www.samajalive.in
Wednesday, December 10, 2025
15.1 C
Bhubaneswar

ଶିକ୍ଷକ ବଦଳି ଯୋଗୁଁଁ ପିଲାଙ୍କୁ ସ୍କୁଲ ପଠାଇଲେନି ଅଭିଭାବକ

ବଳଙ୍ଗା: ବଳଙ୍ଗା ଥାନା ପିପିଲି ଶିକ୍ଷା ଅଧିକାର ଅନ୍ତର୍ଗତ ରୁପଦେଇପୁର ପଞ୍ଚାୟତର ଖଣ୍ଡାୟତ ପାଟଣା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ବଦଳି ଯୋଗୁଁଁ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ସ୍କୁଲରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୦୧ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ଆଠଟି ଶ୍ରେଣୀକୁ ପାଞ୍ଚ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଥିବାବେଳେ ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେସନରେ ଅନ୍ୟ ଏକ ସ୍କୁଲକୁ ପଠାଯାଇଛି। ସେହି ପ୍ରତିବାଦରେ ଅଭିଭାବକମାନେ ଗୁରୁବାର ପିଲାମାନଙ୍କୁ ସ୍କୁଲ୍ ଛାଡି ନାହାନ୍ତି। ଆଗାମୀ ଦିନରେ ଯଦି ଶିକ୍ଷୟିତ୍ରୀଙ୍କୁ ପୁନର୍ବାର ଏହି ବିଦ୍ୟାଳୟକୁ ଅଣା ନ ଯାଏ ତାହାଲେ ସେମାନେ ଆଉ ପିଲାମାନଙ୍କୁ ପାଠ ପଢାଇବା ପାଇଁ ସ୍କୁଲ ଛାଡିବେନି ବୋଲି ନିଷ୍ପତ୍ତି ନେଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories