www.samajalive.in
Saturday, December 6, 2025
14.1 C
Bhubaneswar

କଂଗ୍ରେସରେ ମିଶିଲେ ହେମାନନ୍ଦ ବିଶ୍ଵାଳଙ୍କ ଝିଅ ସୁନୀତା

ସୁନ୍ଦରଗଡ଼ : କଂଗ୍ରେସରେ ମିଶିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ଵାଳଙ୍କ ଝିଅ ସୁନୀତା ବିଶ୍ଵାଳ । ୨୦୧୯ରେ ବିଜେଡି ଟିକେଟରେ ସୁନ୍ଦରଗଡ ସଂସଦୀୟ କ୍ଷେତ୍ରରୁ ଲଢିଥିଲେ । ପିସିସି ସଭାପତି ଭକ୍ତ ଦାସ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଆଜି କଂଗ୍ରେସରେ ମିଶିଛନ୍ତି। ଗତକାଲି ସୁନୀତା ବିଜେଡିରୁ ଇସ୍ତଫା ଦେଇଥିଲେ। ଦୀର୍ଘ ୬ବର୍ଷ କାଳ ଦଳରେ ରହି ସେ ନିଜକୁ ଗର୍ବିତ ଅନୁଭବ କରୁଥିବା ଦର୍ଶାଇ ବ୍ୟକ୍ତିଗତ କାରଣରୁ ସେ ଦଳ ଛାଡ଼ୁଥିବା ଚିଠିରେ ଉଲ୍ଲେଖ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories