ଭୁବନେଶ୍ୱର : ଚଳିତ ମାସରେ ଖାଉଟିଙ୍କୁ ମିଳିବ ଗହମ। ଏନେଇ ଗୁରୁବାର ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଯେତିକି ଗହମ ଆସିଥିଲା ଖାଉଟିଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ପରବର୍ତ୍ତୀ ଅବସ୍ଥାରେ ପୁଣି କେନ୍ଦ୍ରରୁ ଗହମ ଆସିଲେ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ଦେଖନ୍ତୁ ଭୟଭୀତ କରୁଛି ଏହି ଭିଡିଓ; ଖାଲି ହାତରେ ଯୁବକ ଧରିଲେ ବିଶାଳକାୟ ଅହିରାଜ..
- Advertisement -



