www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ୧୫ ତାରିଖ ଯାଏଁ ବର୍ଷିବ!

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୧୩ରୁ ୧୫ ତାରିଖ ଯାଏଁ ଲାଗି ରହିବ ବର୍ଷା । ଏନେଇ ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଝାଡଖଣ୍ଡ ସଂଲଗ୍ନରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ୧୫ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ୧୧ ଓ ୧୨ ତାରିଖରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଆଜି ଗୁରୁ ପୂର୍ଣ୍ଣିମାରେ ଗ୍ରହଙ୍କ ଦୁର୍ଲ୍ଲଭ ରାଜଯୋଗ; ଏହି ରାଶି ପାଇଁ ଆସିଗଲା ବଡ ଖୁସି, ଧନ ଠାରୁ ବିବାହ ସବୁଥିରେ ସଫଳତା,ସୁନା ଭଳି ଚମକିବ ଭାଗ୍ୟ..

ଚଳିତ ମାସରେ ଖାଉଟିଙ୍କୁ ମିଳିବ ଗହମ – ଯୋଗାଣ ମନ୍ତ୍ରୀ

- Advertisement -

ଦେଖନ୍ତୁ ଭୟଭୀତ କରୁଛି ଏହି ଭିଡିଓ; ଖାଲି ହାତରେ ଯୁବକ ଧରିଲେ ବିଶାଳକାୟ ଅହିରାଜ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories