www.samajalive.in
Saturday, December 13, 2025
14.1 C
Bhubaneswar

ସେଣ୍ଟ ଜାଭିୟର୍ସ ଉଚ୍ଚ ବିଦ୍ୟାଳୟ ଛାତ୍ର ସଂସଦର ଶପଥ ଗ୍ରହଣ ସମାରୋହ

କଟକ: ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଆଜି କଟକ ବାରବାଟୀ ଷ୍ଟାଡିଅମ ସ୍ଥିତ ସେଣ୍ଟ ଜାଭିୟର୍ସ ଉଚ୍ଚ ବିଦ୍ୟାଳୟର ଛାତ୍ର ସଂସଦର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ଅଧ୍ୟକ୍ଷ ଡଃ ‌ପ୍ରିୟଦର୍ଶୀ ନାୟକ ଛାତ୍ର ସଂସଦର ନବ ନିର୍ବାଚିତ ସଭ୍ୟସଭ୍ୟାଙ୍କୁ ସେମାନଙ୍କ କର୍ତ୍ତବ୍ୟ ବିଷୟରେ ଅବଗତ କରାଇବା ସହ ବିଦ୍ୟାଳୟର ଉନ୍ନତିରେ ସେମାନଙ୍କ ମହତ୍ୱପୂର୍ଣ୍ଣ ସହଯୋଗ କାମନା କରିଥିଲେ।

ହେଡ଼ ବୟ ହମଯା ଅବଦୁଲ, ହେଡ ଗାର୍ଲ୍ ଶ୍ରଦ୍ଧା ଭଞ୍ଜଦେଓଙ୍କ ସମେତ ବିଦ୍ୟାଳୟର ଗାନ୍ଧୀ ଗୃହ, ଟେରେସା ଗୃହ, ସେକ୍ସପିଅର ଗୃହ ଏବଂ କାଲାମ ଗୃହର କ୍ୟାପଟେନ ଓ ପ୍ରିଫେକ୍ଟମାନଙ୍କୁ ବ୍ୟାଚ୍ ପ୍ରଦାନ ପରେ ସେମାନେ ଶପଥ ଗ୍ରହଣ କରିଥିଲେ। ବିଦ୍ୟାଳୟର ଖେଳକୁଦ, ଶିକ୍ଷା, କଳା, ସଂସ୍କୃତି, ସ୍ଵାସ୍ଥ୍ୟ ତଥା ସୌନ୍ଦର୍ଯ୍ୟକରଣ ବିଭାଗୀୟ ମୁଖ୍ୟ ଭାବରେ ନିର୍ବାଚିତ ପ୍ରତିନିଧିମାନଙ୍କୁ ମଧ୍ୟ ବ୍ୟାଚ ପ୍ରଦାନ କରାଯାଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ତଥା ସଂଯୋଜକମାନେ ଉପସ୍ଥିତ ଥିଲେ।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories