www.samajalive.in
Monday, December 15, 2025
16.1 C
Bhubaneswar

ଦନ୍ତେୱାଡ଼ାରେ ୧୨ ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ବର : ଛତିଶଗଡ଼ ଦନ୍ତେୱାଡ଼ାରେ ୧୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ମୁଖ୍ୟ ସ୍ରୋତରେ ଫେରିବା ପାଇଁ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଆତ୍ମସମର୍ପଣ କରିଛନ୍ତି ୧୨ ମାଓବାଦୀ ।  ୧୨ ଜଣଙ୍କ ମଧ୍ୟରୁ ୯ ମାଓବାଦୀଙ୍କ ଉପରେ ୨୮ ଲକ୍ଷର ପୁରସ୍କାର ଥିଲା ।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories