www.samajalive.in
Saturday, December 13, 2025
26.1 C
Bhubaneswar

ସମାବେଶରେ ବର୍ଷିଲେ ରାହୁଲ; ଅଦାନୀ ପାଇଁ ଶ୍ରୀଜଗନ୍ନାଥଙ୍କ ରଥକୁ ରୋକାଯାଇଛି

ସମାଜ ଡିଜିଟାଲ ଡେସ୍କ: ବରମୁଣ୍ଡାରେ କଂଗ୍ରେସର ସମ୍ବିଧାନ ବଞ୍ଚାୟ ସମାବେଶରେ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି ରାହୁଲ ଗାନ୍ଧୀ । ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କରି ରାହୁଲ କହିଛନ୍ତି ଆପଣଙ୍କ ସରକାର ଗରିବଙ୍କୁ ଲୁଟୁଛନ୍ତି । ବିଜେପି ପୁରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି । ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କ ଥିଲା,ଏବଂ ରହିବ । ଆଦିବାସୀଙ୍କ ଅଧିକାରକୁ କେହିବି ଛଡାଇ ନେଇପାରିବେନି । ନିର୍ଯାତିତ ଲୋକଙ୍କ ପାଖରେ କଂଗ୍ରେସ ଠିଆ ହୋଇ ରହିବ ।

ରଥଯାତ୍ରା ଅଘଟଣକୁ ନେଇ ସରକାରଙ୍କ ଉପରେ ବର୍ଷିଛନ୍ତି ରାହୁଲ ଗାନ୍ଧୀ । ଲକ୍ଷ ଲକ୍ଷ ଭକ୍ତଙ୍କ ଗହଳିରେ ଜଗନ୍ନାଥଙ୍କ ରଥଯାତ୍ରା ଚାଲିଥିବା ବେଳେ ଅଦାନୀଙ୍କ ପାଇଁ ରଥକୁ ଅଟକା ଯାଇଥିବା ଅଭିଯୋଗ କରିଛନ୍ତି ରାହୁଲ । ଏହା ଆପଣଙ୍କ ସରକାର ନୁହେଁ, ଅଦାନୀଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର । ଏହା ସହିତ ଓଡ଼ିଶାରେ ୪୦ହଜାର ମହିଳା ଗାଏବ ହୋଇଛନ୍ତି । ସେମାନଙ୍କର କୌଣସି ପତ୍ତା ମିଳୁନାହିଁ ବୋଲି ରାହୁଲ କହିଛନ୍ତି । ମହିଳାଙ୍କୁ ଦୁଷ୍କର୍ମ ହେଉଛି, ହେଲେ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ।

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories