www.samajalive.in
Sunday, December 14, 2025
14.1 C
Bhubaneswar

ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଅନୁରୋଧ କଲେ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଗତ ୪ଦିନ ହେଲାଣି ଡ୍ରାଇଭର ମହାସଂଘ ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଥିବାରୁ ଲୋକମାନେ ନାହିଁ ନଥିବାର ଅସୁବିଧା ସମ୍ମୁଖୀନ ହୋଇଛନ୍ତି । ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଛନ୍ତି ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା । କହିଲେ ନୀରିହ ଡ୍ରାଇଭରମାନଙ୍କୁ ଭ୍ରମିତ କରି କଂଗ୍ରେସ ଏସବୁ କରୁଛି । କାହା କଥାରେ ପଡି ପଥଭ୍ରଷ୍ଟ ନହେବା ପାଇଁ ଡ୍ରାଇଭରଙ୍କୁ ଅନୁରୋଧ କରିଛନ୍ତି ମନ୍ତ୍ରୀ ।
ଆନ୍ଦୋଳନ ଜାରି ରହିଥିବାରୁ ପେଟ୍ରୋଲ ଡିଜେଲ, ଓ ଅନ୍ୟାନ୍ୟ ଜରୁରୀ ସେବା ଗୁଡିକ ଆସିପାରୁନଥିବାରୁ ଲୋକମାନେ ଅସୁବିଧାରେ ପଡିବେ । ଏଥିପାଇଁ ଆନ୍ଦୋଳନରୁ ଓହରିବାକୁ ସଂଘକୁ ଅନୁରୋଧ କରିଛନ୍ତି । ସେମାନଙ୍କ ଦାବି ଉପରେ ସରକାର ଆଲୋଚନା କରି ସମାଧାନ କରିବାକୁ କୁହାଯାଇଛି । ଏହା ପରେ ଉଦ୍ଦେଶ୍ୟ ମୂଳକ ଭାବରେ ଆନ୍ଦୋଳନ ଜାରି ରଖିବାକୁ ନେଇ ନିନ୍ଦା କରିଛନ୍ତି ବିଭାଗୀୟ ମନ୍ତ୍ରୀ ।

Hot this week

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

Related Articles

Popular Categories